ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍

ଆଜି ବି ସ୍ଥିର ରହିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ଟଙ୍କା ଓ ୫୦, ୨୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୦୦ ଟଙ୍କା ଓ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦,୮୯୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦ ହଜାର ୭୩୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago