ଆଜି ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ମୂଲ୍ଯ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୮୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୮୯୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୩୪୦ ଟଙ୍କା ଓ ୫୧,୫୬୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୯୦ ଟଙ୍କା ଓ ୫୦,୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୦୦୦ ଟଙ୍କା ଓ ୫୨,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୯୦୦ ଟଙ୍କା ଓ ୫୨,୫୧୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.