ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ଅଛି ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ରେଟ୍

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୯୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୯୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୧୦୦ ଟଙ୍କା ଓ ୫୭, ୯୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୩,୧୦୦ ଟଙ୍କା ଓ ୫୭, ୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୨୫୦ ଟଙ୍କା ଓ ୫୮,୦୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୧୦୦ ଟଙ୍କା ଓ ୫୭,୯୩୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୧.୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

KNews Bureau

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

3 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

19 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

52 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

54 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago