ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟର ତାଜା ଅପଡେଟ, ଜାଣନ୍ତୁ ଆଜି କମିଛି ନା ବଢିଛି

ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୦୬୦ ଟଙ୍କାରେ ପହଞ୍ଚିଥିବା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୮,୦୬୦ ଟଙ୍କା ଥିବା ଜଣାଯାଇଛି। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୦୦ ଟଙ୍କା ହ୍ରାସ ପାଇ ୪୧,୭୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୩୦ ଟଙ୍କା ହ୍ରାସ ପାଇ ୪୫,୪୯୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୦୨୦ ଟଙ୍କା ଓ ୪୫,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୦୬୦ ଟଙ୍କା ଓ ୪୮,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୨୭୦ ଟଙ୍କା ଓ ୪୬,୮୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୦୦ ଟଙ୍କା କମି ୬୫,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Pritiparna

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

24 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

33 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago