ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଦେଶର ପ୍ରମୁଖ ସହରମାନଙ୍କରେ କେତେ ଅଛି ମୂଲ୍ୟ

ସାମାନ୍ୟ ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୪୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୪୯୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଅନ୍ୟପଟେ ଓଡିଶା ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୩,୭୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୨୫୦ ଟଙ୍କା ଥିବା ରେକର୍ଡ ହୋଇଛି।

ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୦,୪୯୦ ଟଙ୍କା ଓ ୪୯,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୨୦ ଟଙ୍କା ଓ ୫୦,୨୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୭୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୨୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୨୦୦ ଟଙ୍କା ଓ ୫୦,୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୮,୦୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

KNews Bureau

Recent Posts

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

6 mins ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

39 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

46 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

1 hour ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

2 hours ago