ବ୍ୟବସାୟ ଓ ଅର୍ଥନୀତି

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

ପୁଣି କମିଲା ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୨୪୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୦୦ ଟଙ୍କା ଓ ୪୮,୭୬୪ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୪୦ ଟଙ୍କା ଓ ୪୮,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୧୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୩୦ ଟଙ୍କା ଓ ୫୧,୦୩୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Swagatika

Recent Posts

ଖୁସି ଖବର, ଖୁବ୍ ଶୀଘ୍ର ଲାଗୁ ହୋଇପାରେ ଅଷ୍ଟମ ବେତନ ଆୟୋଗ

କୋଟିଏରୁ ଅଧିକ ସରକାର କର୍ମଚାରୀ ଏବଂ ପେନସନଧାରୀ ନିଜର ୮ମ ବେତନ ଆୟୋଗ ଗଠନକୁ ଚାତକ ଭଳି ଚାହିଁ ରହିଛନ୍ତି…

6 mins ago

କୁଏତ୍‌: ଶ୍ରମିକ ରହୁଥିବା ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ୪ ଭାରତୀୟଙ୍କ ସମେତ ୪୧ ମୃତ

କୁଏତ୍‌ର ଦକ୍ଷିଣ ସହର ମଙ୍ଗାଫ୍‌ରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଠାରେ ଏକ ବିଲ୍ଡିଂରେ ନିଆଁ ଲାଗି…

7 mins ago

ରୋଷେଇ ଘରେ ମହଙ୍ଗା ମାଡ଼, ଚାଉଳ ଡାଲି ପରେ ଏବେ ଆକାଶ ଛୁଆଁ ପରିବା ଦର

ଭୁବନେଶ୍ୱର(କେନ୍ୟୁଜ୍‌): ନିର୍ବାଚନ ସରିଲା । ଅସହ୍ୟ ତାତିରେ ଏବେ ପରିବା ଦରରେ ଲାଗିଲା ନିଆଁ । ହୁ ହୁୂ ହୋଇ…

12 mins ago

ସମ୍ପନ୍ନ ହେଲା ସମ୍ବଲପୁରର ସବୁଠାରୁ ବଡ଼ ପର୍ବ ଶୀତଳ ଷଷ୍ଠୀ, ମନ୍ଦିରରେ ପ୍ରବେଶ କଲେ ଦେବ ଦମ୍ପତି

ସମ୍ପନ୍ନ ହୋଇଯାଇଛି ସମ୍ବଲପୁର ସହରର ସବୁଠାରୁ ବଡ଼ ପର୍ବ ଶୀତଳ ଷଷ୍ଠୀ ଯାତ୍ରା । ଯୁଗଳ ଦର୍ଶନ ଓ ସାଂସ୍କୃତିକ…

17 mins ago

ଲେଟ୍‌ ନାଇଟ୍‌ରେ ଶୋଉଛନ୍ତି କି ? ସାବଧାନ, ହୋଇପାରେ ଏହି ସବୁ ସମସ୍ୟା

ଛୋଟ ପିଲାଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ, ଆଜିକାଲି ଅନେକ ଲୋକ ଲେଟ୍‌ ନାଇଟ୍‌ ପର୍ଯ୍ୟନ୍ତ ଜାଗ୍ରତ ରହିବା ଆରମ୍ଭ…

28 mins ago

ଆସିଲା ଫୋନ୍‌ କଲ୍‌ , ଏହି ବିଧାୟକ ମାନେ ହେବେ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ମନ୍ତ୍ରିମଣ୍ଡଳଙ୍କୁ ନେଇ ଆସିଛି ଏକ ବଡ଼ ଖବର। ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ବିଧାୟକଙ୍କ ପାଖକୁ ଆସିଲା ଫୋନ୍‌…

30 mins ago