Below header

ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର, ଆଜି କମିଲା ସୁନା ଦର

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୮୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୬୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୨୮୦ ହୋଇଛି ।

ଆସୁଛି ବିବାହ ଋତୁ ।  ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର ।  ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର ।  ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୮୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୬୦ଟଙ୍କା ରହିଛି ।  ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୨୮୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୬୦ ଟଙ୍କା ଓ ୭୨,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୪୧୦ ଟଙ୍କା ଓ ୭୨,୩୪୦ ଟଙ୍କା ରହିଛି ।  ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୧୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୨୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୬୦ ଟଙ୍କା ଓ ୭୨,୨୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୬୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.