Below header

ବଢିଚାଲିଛି ସୁନା-ରୂପା ଦର, ଜାଣନ୍ତୁ ଆଜି କ’ଣ ରହିଛି ନୂଆ ଦାମ୍

ଭାରତୀୟ ବଜାରରେ ପ୍ରତିଦିନ ସୁନାମୂଲ୍ୟରେ ପରିବର୍ତ୍ତନ ଆସୁଥିବା ଲକ୍ଷ୍ୟ କରାଯାଉଛି। ଆଜି ସୁନାମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପିଛା ୫୩,୨୩୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ରହିଛି ୪୮,୮୦୦ ଟଙ୍କା।

ସେହିପରି ଆଜି ଦେଶରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ରହିଛି ୫୦,୬୧୦ ଟଙ୍କା ଏବଂ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୬୧୦ ଟଙ୍କା ରହିଛି। ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୫୮,୯୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.