ଭୁବନେଶ୍ୱର : ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ଭୁବନେଶ୍ୱରରେ ସୁନା ଦର ୩୫ ହଜାର ଟଙ୍କାରୁ ଅଧିକ ହୋଇଛି । ୧୦ ଗ୍ରାମ ସୁନାର ମୂଲ୍ୟ ୩୫ ହଜାର ୪୦ ଟଙ୍କା ହୋଇଛି । ସେହିପରି ଦିଲ୍ଲୀରେ ସୁନା ଦର ପାଖାପାଖି ୩୬ ହଜାର ଟଙ୍କାରେ ପହଞ୍ଚିଛି । ସେହିପରି ରୂପା ଦରରେ ମଧ୍ୟ ବୃଦ୍ଧି ଘଟିଛି । ଭୁବନେଶ୍ୱରରେ ରୂପାର କିଲୋପ୍ରତି ଦର ୪୪ ହଜାର ଟଙ୍କା ହୋଇଛି । କିଛି ଦିନ ତଳେ ବଜେଟ୍ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୁନା ଉପରେ ଆମଦାନୀ ଶୁଳ୍କ ୧୦ ପ୍ରତିଶତରୁ ବଢାଇ ୧୨.୫ ପ୍ରତିଶତ କରିଥିଲେ । ସୁନା ଦରରେ ହେଉଥିବା ବୃଦ୍ଧି ଏହା ଏକ କାରଣ ହୋଇପାରେ ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…