ବ୍ୟବସାୟ ଓ ଅର୍ଥନୀତି

ଗ୍ରାହକଙ୍କ ପାଇଁ ଖୁସି ଖବର ! କମିଲା ସୁନା ଦର, ଜଲଦି କିଣନ୍ତୁ

ଖୁସି ଖବର। ସୁନାପ୍ରେମୀ ମାନଙ୍କ ପାଇଁ ଖୁସି ଖବର। କମିଲା ସୁନା ଦର। ଗ୍ରାହକ ଯେଉଁମାନେ ଆଜି ଭାବୁଛନ୍ତି ସୁନା କିଣିବାକୁ ସେମାନେ ନିହାତି ଭାବେ ଆଜିର ତାଜା ଅପଡେଟ ଜାଣି ରଖନ୍ତୁ। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧.୮୭୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭.୫୫୦ ଟଙ୍କା ଓ ୫୧.୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭.୭୦୦ ଟଙ୍କା ଓ ୫୨.୦୩୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭.୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨.୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭.୫୫୦ ଟଙ୍କା ଓ ୫୧.୮୭୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Pritiparna

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

27 seconds ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

15 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

28 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

28 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago