ଆଜି ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ରାଜ୍ୟରେ କେତେ ରହିଛି ଦାମ

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୫ ହଜାର ୧୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୯୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୫ ହଜାର ୧୬୦ ହୋଇଛି ।

ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୫ ହଜାର ୧୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୯୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୫ ହଜାର ୧୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୯,୯୦୦ ଟଙ୍କା ଓ ୭୫,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୯,୦୫୦ ଟଙ୍କା ଓ ୭୫,୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୯,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୨୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୯୦୦ ଟଙ୍କା ଓ ୭୫,୧୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୬ ହଜାର ୬୦୦ ଟଙ୍କା ହୋଇଛି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.