ବ୍ୟବସାୟ ଓ ଅର୍ଥନୀତି

କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୧୮୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୦୦୦ ଟଙ୍କା ଓ ୬୨ ,୧୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୦୦୦ ଟଙ୍କା ଓ ୬୨,୧୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୧୫୦ ଟଙ୍କା ଓ ୬୨,୩୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୦୦୦ ଟଙ୍କା ଓ ୬୨,୧୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୭,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

4 hours ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

5 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

5 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

6 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

6 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

7 hours ago