କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୪୧୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୨୯୦ ଟଙ୍କା ଓ ୬୧ ,୪୧୦ ଟଙ୍କା ହୋଇଛି।
କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୪୧୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୨୯୦ ଟଙ୍କା ଓ ୬୧ ,୪୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୨୯୦ ଟଙ୍କା ଓ ୬୧,୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୪୪୦ ଟଙ୍କା ଓ ୬୧,୫୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୨୯୦ ଟଙ୍କା ଓ ୬୧,୪୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।