Below header

ବାହାଘର ପାଇଁ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି କି? ଏଠାରେ ଚେକ କରନ୍ତୁ ଦାମ୍

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୨୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୩୫୦ ହୋଇଛି ।

ସୁନା-ରୂପା ଦାମରେ ବଡ଼ ପରିବର୍ତ୍ତନ । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୨୪୦ ଟଙ୍କା ରହିଛି ।  ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୩୫୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୨୪୦ଟଙ୍କା ଓ ୭୩,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୩୮୦ ଟଙ୍କା ଓ ୭୩,୫୦୦ ଟଙ୍କା ରହିଛି ।  ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି ।  ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୨୪୦ ଟଙ୍କା ଓ ୭୩,୩୫୦ ଟଙ୍କା ରହିଛି ।  ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୬ ହଜାର ୯୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.