ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ସୁନା ଦାମ

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦ଟଙ୍କା କମି ୪୬,୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୦ ଟଙ୍କା କମି ୪୭,୧୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୦୦ ଟଙ୍କା ଓ ୪୮,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୩୦ ଟଙ୍କା ଓ ୪୭,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୫୦ ଟଙ୍କା ଓ ୫୦,୨୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୪୦୦ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୬୦ ଟଙ୍କା ଓ ୪୯,୨୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୂପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ି ୬୮,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

14 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

29 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

42 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

42 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago