ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ ପ୍ରତି ୪୭,୬୫୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୯୮୦ ଟଙ୍କା।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୩୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୬୭୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୨,୧୪୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୫,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ, ଫାଇବର ବ୍ୟାରିକେଡରେ ଲାଗିଲା ନିଆଁ

ପୁରୀ(କେନ୍ୟୁଜ୍‌): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…

5 mins ago

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ।…

16 mins ago

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

8 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

11 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

11 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

11 hours ago