କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୭୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୬୦୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୧୫୦ ଟଙ୍କା ଓ ୫୭,୯୮୦ ଟଙ୍କା ହୋଇଛି।

ଆଜି ସୁନା ଦର ବୃଦ୍ଧି ପାଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୭୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୬୦୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୧୫୦ ଟଙ୍କା ଓ ୫୭,୯୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୧୫୦ ଟଙ୍କା ଓ ୫୭,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୩୦୦ ଟଙ୍କା ଓ ୫୮,୧୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୧୫୦ ଟଙ୍କା ଓ ୫୭,୯୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୬୮ ,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like