ବ୍ୟବସାୟ ଓ ଅର୍ଥନୀତି

ସ୍ନାତ୍ତକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ, ବିନା ପରୀକ୍ଷାରେ ପାଇପାରିବେ ରେଲୱେରେ ନିଯୁକ୍ତି

ଇଷ୍ଟକୋଷ୍ଟ ରେଲୱେର ଅନେକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ମୁତାବକ ପାରାମେଡିକାଲ ଷ୍ଟାଫ, ଫାର୍ମାସିଷ୍ଟ, ହସ୍ପିଟାଲ ଆଟେଣ୍ଡାଣ୍ଟ ଏବଂ କଣ୍ଟ୍ରାକ୍ଟ ପ୍ରୋକ୍ଟିସନର ପଦବୀରେ ନିଯୁକ୍ତି ପାଇଁ ସୂଚନା ଜାରି କରାଯାଇଛି। ଇଛୁକ ଆବେଦନକାରୀ ଏହି ପଦବୀରେ ଆବଦେନ କରିବାକୁ ଚାହୁଁଥିଲେ ଆସନ୍ତା ମେ ୨୦୨୦ ପର୍ଯ୍ଯନ୍ତ ଆବେଦନ କରିପାରିବେ।

ପଦବୀ ନାମ ଏବଂ ପଦ ସଂଖ୍ଯା

ନର୍ସିଂ ଅଧୀକ୍ଷକ-୨୫୫

ଫାର୍ମାସିଷ୍ଟ-୫୧

ଡ୍ରେସର/ଓଟିପି/ହସ୍ପିଟାଲ ପରିଚାରକ-୨୫୫

କଣ୍ଟ୍ରାକ୍ଟ ମେଡିକାଲ ପ୍ରୋକ୍ଟିସନର-୧୦୨

ବୟସ ସୀମା

ନର୍ସିଂ ଅଧୀକ୍ଷକ- ୨୦ ରୁ ୩୮ ବର୍ଷ

ଫାର୍ମାସିଷ୍ଟ- ୨୦ ରୁ ୩୫ ବର୍ଷ

ଡ୍ରେସର/ଓଟିପି/ହସ୍ପିଟାଲ ପରିଚାରକ- ୧୮ ରୁ ୩୩ ବର୍ଷ

କଣ୍ଟ୍ରାକ୍ଟ ମେଡିକାଲ ପ୍ରୋକ୍ଟିସନର- ୫୩ ବର୍ଷ

ଜାଣନ୍ତୁ କିପରି କରିବେ ଆବେଦନ

ଯୋଗ୍ଯ ଆବେଦନକାରୀ ଆସନ୍ତା ମେ ୨୨ ତାରିଖ ପୂର୍ବରୁ ଇମେଲ୍ ଆଇଡି srdmohkur@gmail.com ରେ ନିଜ ପ୍ରମାଣ ପତ୍ରର ଫଟୋ କପି ସହ ଆବେଦନର ସ୍କାନିଂ ହୋଇଥିବା କପି ଜମା କରିପାରିବେ। ଆବେଦନକାରୀଙ୍କୁ ଡ୍ଯୁଟିରେ ସାମିଲ ହେବାର ରିପୋର୍ଟ ନିଜ ନିଜର ଇମେଲ୍ ମାଧ୍ଯମରେ ସୂଚିତ କରାଯିବ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

18 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

26 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

43 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago