ବ୍ୟବସାୟ ଓ ଅର୍ଥନୀତି

ଭାରତୀୟ ସେନାରେ ନିଯୁକ୍ତି ଜାରି, ଦଶମ ପାସ୍‌ କରିଥିଲେ ତୁରନ୍ତ କରନ୍ତୁ ଆବେଦନ

ଦେଶମାତୃକାର ସେବା କରିବାକୁ ଚାହୁଁଥିବା ଯୁବପିଢ଼ିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଇଣ୍ଡିଆନ୍‌ ଆର୍ମିରେ ଆରମ୍ଭ ହୋଇଛି ନିଯୁକ୍ତି। ଭାରତୀୟ ସେନାରେ ସାମିଲ ହେବାକୁ ଚାହୁଁଥିବା ଯୁବକ ଏଥିପାଇଁ ଆବେଦନ କରିପାରିବେ। ଗୟାର ଅଫିସର୍ସ ଟ୍ରେନିଂ ଏକାଡେମୀରେ ଖାଲି ପଡ଼ିଛି ଅନେକ ପଦବୀ। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ ଡିସେମ୍ବର,୨୦୨୦ରୁ ଆରମ୍ଭ ହୋଇଛି। ଆସନ୍ତୁ ଜାଣିବା ଏହି ନିଯୁକ୍ତି ସମ୍ବନ୍ଧରେ ସମସ୍ତ ବିବରଣୀ…

ପଦ ବିବରଣୀ:

ଗ୍ରାଉଣ୍ଡସ୍‌ମ୍ୟାନ୍‌, ବଢ଼େଇ, ସିନେମା ପ୍ରୋଜେକ୍ସନିଷ୍ଟ, ସିଏମ୍‌ଡି, ରୋଷେୟା, ଲାବ୍ରୋଟୋରୀ ଆଟେଣ୍ଡାଣ୍ଟ, ଲାଇବ୍ରେରୀ ଆଟେଣ୍ଡାଣ୍ଟ, ଚୌକିଦାର, ଗାର୍ଡେନର, ମ୍ୟାନେଜର, ସଫେଇ କର୍ମୀ ଇତ୍ୟାଦି।

ଆବେଦନ ଆରମ୍ଭ– ୨୦ ଡିସେମ୍ବର, ୨୦୨୦

ଆବେଦନ ଶେଷ– ୦୨ ଫେବ୍ରୁଆରୀ,୨୦୨୦

ଶିକ୍ଷାଗତ ଯୋଗ୍ୟତା: ଦଶମ, +୨ ପାସ୍‌

ବୟସ ସୀମା: ୧୮ରୁ ୨୭ ବର୍ଷ

ଏମିତି କରନ୍ତୁ ଆବେଦନ:

ଇଚ୍ଛୁକ ପ୍ରାର୍ଥୀ joinindianarmy.nic.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।

ଚୟନ ପ୍ରକ୍ରିୟା:

ଏହି କୋର୍ସ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ଚୟନ ଫିଜିକାଲ ଏଲିବିଲିଟି ଟେଷ୍ଟ (PET), ଇଣ୍ଟରଭ୍ୟୁ ଓ ମେଡିକାଲ ପରୀକ୍ଷା ଆଧାରରେ ହେବ।

ଅଫିସିଆଲ ସୂଚନା ପାଇଁ ଏଠାରେ କ୍ଲିକ୍‌ କରନ୍ତୁ।

ଅନ୍‌ଲାଇନ୍‌ରେ ଆବେଦଦ କରିବା ପାଇଁ ଏଠାରେ କ୍ଲିକ୍‌ କରନ୍ତୁ।

WCW 11

Recent Posts

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ଆଜି ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

3 mins ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାର ୨ ଲକ୍ଷ ଟଙ୍କା ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

5 mins ago

‘ଫାଦର୍ସ ଡେ’ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣା, ୨ ମୃତ

ଆମେରିକାରେ ଫାଦର୍ସ ଡେ ରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ବିମାନରେ ଥିବା…

32 mins ago

ମା’ ସିଂହାସନୀଙ୍କ ମନ୍ଦିରରେ ପାଳିତ ହେଲା ପ୍ରସିଦ୍ଧ ରଜପର୍ବ, ଛୁଟିଲା ଭକ୍ତଙ୍କ ସୁଅ

ପୋଲସରା(କେନ୍ୟୁଜ): ଅସହ୍ୟ ଗରମରେ ଭକ୍ତମାନେ ଛୁଟି ଆସିଛନ୍ତି ମନ୍ଦିର । ମା’ଙ୍କ ଅପୂର୍ବ ଆଳତି ଦର୍ଶନ କରିବାର ସୌଭାଗ୍ୟ ନେଇଛନ୍ତି…

38 mins ago

ଓ୍ଵାଟର ପାର୍କରେ ସ୍ଲାଇଡିଂ କରିବା ବେଳେ ବ୍ୟାଙ୍କ ମ୍ୟାନେଜରଙ୍କ ମୃତ୍ୟୁ, ହାର୍ଟ ଆଟାକ୍‌ ଆଶଙ୍କା

ଉତ୍ତର ପ୍ରଦେଶର ମେରଠରେ ଥିବା ଏକ ଓ୍ଵାଟର ପାର୍କରେ ଘଟିଛି ବଡ଼ ଦୁର୍ଘଟଣା । ଏଠାରେ ସ୍ଲାଇଡିଂ କରିବା ସମୟରେ…

40 mins ago

୨୭ ଟିକିଆ ହାତୀପଲଙ୍କ ଉତ୍ପାତ, ବନ ବିଭାଗର ମୁଣ୍ଡବିନ୍ଧା

କରଞ୍ଜିଆ : କେନ୍ଦୁଝର ଓ ମୟୂରଭଞ୍ଜରେ ୨୭ ଟିକିଆ ହାତୀପଲଙ୍କ ଉତ୍ପାତ । ଲୋକଙ୍କ ଆଖିରୁ ନିଦ ହଜି ଗଲାଣି…

40 mins ago