ବଢ଼ିଲା ସୁନା ଦର, ଜାଣନ୍ତୁ ୨୨ କ୍ୟାରେଟ ଓ ୨୪ କ୍ୟାରେଟର ମୂଲ୍ୟ କେତେ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ଟଙ୍କା ଓ ୬୧,୦୪୦ ଟଙ୍କା ହୋଇଛି।

କେନ୍ୟୁଜ୍ (ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ଟଙ୍କା ଓ ୬୧,୦୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୯୫୦ଟଙ୍କା ଓ ୬୧,୦୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୧୦୦ ଟଙ୍କା ଓ ୬୧,୧୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୯୫୦ ଟଙ୍କା ଓ ୬୧,୦୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.