ଧନତେରାସ ପରେ ବଢିଲା ସୁନାଦର, କିଣିବା ପୂର୍ବରୁ ନଜର ପକାନ୍ତୁ

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୫୦ଟଙ୍କା ଓ ୬୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୭୦୦ ଟଙ୍କା ଓ ୬୦,୭୫୦ ଟଙ୍କା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ଟଙ୍କା ଓ ୬୦,୬୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୫୦ଟଙ୍କା ଓ ୬୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୭୦୦ ଟଙ୍କା ଓ ୬୦,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୦୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୬୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.