ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଭାବୁଛନ୍ତି କି ? ଦରରେ ହେଲା ସାମାନ୍ୟ ପରିବର୍ତ୍ତନ

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୬୫୦ ଟଙ୍କା ଓ ୫୯,୬୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୬୫୦ ଟଙ୍କା ଓ ୫୯,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୦୦ଟଙ୍କା ଓ ୫୯,୭୬୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୬୫୦ଟଙ୍କା ଓ ୫୯,୬୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୮୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

3 hours ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

4 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

5 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

6 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

7 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

7 hours ago