ସୁନା କିଣିବାକୁ ଭାବୁଛନ୍ତି କି ? ଦରରେ ହେଲା ସାମାନ୍ୟ ପରିବର୍ତ୍ତନ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୦୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ଟଙ୍କା ଓ ୫୯,୮୪୦ ଟଙ୍କା ହୋଇଛି।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୦୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ଟଙ୍କା ଓ ୫୯,୮୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୮୫୦ ଟଙ୍କା ଓ ୫୯,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୫୯,୯୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୧୧୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯,୮୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୫୦୦ ଟଙ୍କା ରହିଥିବା ନେଇ ହୋଇଛି।

Leave A Reply

Your email address will not be published.