ସୁନା ଦରରେ ବଡ଼ ପରିବର୍ତ୍ତନ, ନଜର ପକାନ୍ତୁ ଆଜି କେତେ ଅଛି ରେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୧୮୦ ଟଙ୍କା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୧୮୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୨୫୦ ଟଙ୍କା ଓ ୫୯,୧୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୨୫୦ ଟଙ୍କା ଓ ୫୯,୧୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୪୦୦ ଟଙ୍କା ଓ ୫୯,୩୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୫୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୫୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୨୫୦ ଟଙ୍କା ଓ ୫୯,୧୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.