ବ୍ୟବସାୟ ଓ ଅର୍ଥନୀତି

ବଢିଛି ସୁନା ଦର, କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ଅଛି

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୧୦ ଟଙ୍କା ଟଙ୍କା ଓ ୫୯,୯୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୯୧୦ ଟଙ୍କା ଓ ୫୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୦୬୦ ଟଙ୍କା ଓ ୬୦,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୩,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୩୩୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୯୧୦ ଟଙ୍କା ଓ ୫୯,୯୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

Sasmita

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

10 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

19 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

28 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

44 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

59 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago