ବ୍ୟବସାୟ ଓ ଅର୍ଥନୀତି

ବଢିଲା ସୁନାଦର , ନଜର ପକାନ୍ତୁ ଆଜି କେତେ ରହିଛି

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୬୫୦ ଟଙ୍କା ଓ ୫୯,୬୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୬୫୦ ଟଙ୍କା ଓ ୫୯,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୦୦ଟଙ୍କା ଓ ୫୯,୬୨୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪.୬୫୦ଟଙ୍କା ଓ ୫୯,୬୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sasmita

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

6 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

9 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

9 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

9 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

9 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

11 hours ago