Representational Photo
ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ହୋଇଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ଟଙ୍କା ଓ ୫୯,୬୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୬,୪୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…