ସୁନା ଦର ଅପରିବର୍ତ୍ତିତ, ଆଜି ବଢିନାହିଁ ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୮୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୬୦ ଟଙ୍କା ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ଗତକାଲି ସୁନା ଦର ଅପରିବର୍ତ୍ତିତ।  ଅର୍ଥାତ ଆଜି ବଢିନାହିଁ ସୁନାଦର ।  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୮୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୬୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ଟଙ୍କା ଓ ୬୧,୯୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୮୦୦ ଟଙ୍କା ଓ ୬୧,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୯୫୦ ଟଙ୍କା ଓ ୬୨,୧୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୮୦୦ ଟଙ୍କା ଓ ୬୧,୯୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୧୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.