କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୪୦୦ ଟଙ୍କା ଓ ୬୨,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୫୫୦ ଟଙ୍କା ଓ ୬୨,୭୭୦ ଟଙ୍କା ରହିଛି । ଦ

କେନ୍ୟୁଜ୍(ବ୍ୟୁରୋ): ଆଜି ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଗତକାଲି ସୁନା ଦର ଅପରିବର୍ତ୍ତିତ।  ଅର୍ଥାତ ଆଜି ବଢିନାହିଁ ସୁନାଦର ।  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୬୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୪୦୦ ଟଙ୍କା ଟଙ୍କା ଓ ୬୨,୬୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୪୦୦ ଟଙ୍କା ଓ ୬୨,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୫୫୦ ଟଙ୍କା ଓ ୬୨,୭୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୪୦୦ ଟଙ୍କା ଓ ୬୨,୬୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୬୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.