ବ୍ୟବସାୟ ଓ ଅର୍ଥନୀତି

ଶସ୍ତା ହେଲା ସୁନା, ଜଲଦି କିଣନ୍ତୁ; ଧନତେରାସ ପୂର୍ବରୁ କମିଲା ଦର

ଧନତେରାସ ଓ ଦୀପାବଳି ଅବସରରେ ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ତା’ହେଲେ ଆପଣଙ୍କ ପାଇଁ ଏକ ଭଲ ଖବର। ସୁନା ଓ ରୂପା ଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୫୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୬୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ଟଙ୍କା ଓ ୬୧,୬୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୦୦ଟଙ୍କା ଓ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୬୫୦ ଟଙ୍କା ଓ ୬୧,୭୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଥିବା ନେଇ ହୋଇଛି।

Barsha

Recent Posts

ଶ୍ରୀମନ୍ଦିର ଇତିହାସରେ ପ୍ରଥମ, ମନ୍ଦିର ହୁଣ୍ଡିରୁ ମିଳିଲା ୭୦ ଲକ୍ଷ ଟଙ୍କାର ସୁନା ଇଟା

ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଛି ୧ କେଜି ୮ଶହ ମିଲିଗ୍ରାମ ସୁନା। ଆଉ ଏସବୁ ହେଉଛି ସୁନା…

10 mins ago

ସଲମାନଙ୍କୁ ହତ୍ୟା କରିବା ଷଡଯନ୍ତ୍ର ପର୍ଦ୍ଦାଫାସ୍‌, ୪ ଗିରଫ

ବଲିଉଡ ଭାଇଜାନଙ୍କୁ ହତ୍ୟା କରିବା ଷଡଯନ୍ତ୍ର ଉଦ୍ୟମ ପଣ୍ଡ । ନଭି ମୁମ୍ବାଇରେ ଥିବା ପନ୍‌ଭେଲ ସ୍ଥିତ ଫାର୍ମ ହାଉସରେ…

26 mins ago

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌):ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି…

27 mins ago

ଦୃଢ଼ ଇଚ୍ଛାଶକ୍ତି ବଳରେ ପ୍ରତିକୂଳ ପରିବେଶରେ ଭାଙ୍ଗି ନପଡି ଆଜି ସେ ସଫଳ ମହିଳା ଚାଷୀ

ଅନନ୍ଦପୁର(କେନ୍ୟୁଜ୍‌): ଆଜିକା ସମୟରେ ମହିଳାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ । ତେବେ ଏଥିପାଇଁ କେବଳ ଆବଶ୍ୟକ ଗଭୀର…

37 mins ago

Smart AC କ’ଣ? ଏହି ଏସି କିଣିବା କାହିଁକି ଲାଭଦାୟକ ହୋଇଥାଏ?

ଚଳିତ ବର୍ଷ ସମଗ୍ର ଭାରତରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରିରହିଛି । ଏପରି ପରିସ୍ଥିତିରେ, ଘର ହେଉ କିମ୍ବା ଅଫିସ୍…

47 mins ago

ଚେନ୍ନାଇରୁ ମୁମ୍ବାଇ ଯାଉଥିବା IndiGo ବିମାନକୁ ବୋମା ଧମକ, କ୍ରୁ ସଦସ୍ୟଙ୍କୁ ମିଳିଲା ଧମକପୂର୍ଣ୍ଣ ଚିଠି

ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ । ଚେନ୍ନାଇରୁ ମୁମ୍ବାଇ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମାରେ ଉଡ଼ାଇ ଦେବାକୁ…

1 hour ago