ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି, ନଜର ପକାନ୍ତୁ ଆଜି କେତେ ରହିଛି ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୨୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୫୦ ଟଙ୍କା ଟଙ୍କା ଓ ୬୨,୦୨୦ ଟଙ୍କା ହୋଇଛି।

କେନ୍ୟୁଜ୍ (ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୨୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୫୦ ଟଙ୍କା ଟଙ୍କା ଓ ୬୨,୦୨୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ୫୬,୮୫୦ ଟଙ୍କା ଓ ୬୨,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୦୦୦ ଟଙ୍କା ଓ ୬୧,୧୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୧୭୦ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୮୫୦ ଟଙ୍କା ଓ ୬୨,୦୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଥିବା ନେଇ ହୋଇଛି।