ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର ଜାଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୮୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୦୦ ଟଙ୍କା ଓ ୬୦, ୬୮୦ ଟଙ୍କା ହୋଇଛି।

କେନ୍ୟୁଜ(ବ୍ୟୁରୋ): ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୮୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୬୦୦ ଟଙ୍କା ଓ ୬୦, ୬୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୫,୬୦୦ ଟଙ୍କା ଓ ୬୦,୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୭୫୦ ଟଙ୍କା ଓ ୬୦,୮୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୬୦୦ ଟଙ୍କା ଓ ୬୦,୬୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.