ବ୍ୟବସାୟ ଓ ଅର୍ଥନୀତି

ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର

କେନ୍ୟୁଜ୍(ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଗତକାଲି ଭଳି ଆଜି ମଧ୍ୟ ସ୍ଥିର ରହିଛି ପେଟ୍ରୋଲ  ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ରକ୍ତ ଚନ୍ଦନ ପ୍ୟାକ୍‌ ମୁହଁରୁ ଦାଗ ଦୂର କରିବାରେ ଅନେକ ସାହାଯ୍ୟ କରେ, ଏହି ୨ଟି ଉପାୟରେ କରନ୍ତୁ ବ୍ୟବହାର ସମସ୍ୟାରୁ ମିଳିବ ମୁକ୍ତି

ଚନ୍ଦନ କାଠର ଉପକାରିତା ବିଷୟରେ ଆପଣ ସମସ୍ତେ ଜାଣିଥିବେ । ଏହା ସମସ୍ତ କାମ ପାଇଁ ବେଶ୍‌ ଲାଭଦାୟକ ହୋଇଥାଏ…

2 mins ago

ରାଜସ୍ଥାନରୁ ଚୋରା ଚାଲାଣ କରି ଅଣାଯାଇଥିବା ୧୯ ଓଟ ଜବତ, ୪ ଆନ୍ତଃରାଜ୍ୟ ବେପାରୀ ଗିରଫ

ବିହାରର ଗୋପାଳଗଞ୍ଜରେ ଓଟ ଚୋରା ଚାଲାଣ କରୁଥିବା ଏକ ବଡ଼ ର‍୍ୟାକେଟ୍‌ ଧରାପଡ଼ିଛି । ପୋଲିସ ଏଠାରେ ଚଢ଼ାଉ କରି…

7 mins ago

ସ୍ୱାଧିନତାର ଏତେ ବର୍ଷ ପରେ ବି ଏ ଗାଁକୁ ପହଂଚି ପାରିନାହିଁ ସରକାରୀ ଯୋଜନା

ସୁବର୍ଣ୍ଣପୁର (କେନ୍ୟୁଜ) : ବଦଳିଛି ଯୁଗ ଆଉ ବଦଳିଛି ସମୟ । ହେଲେ ସ୍ୱାଧିନତାର ଏତେ ବର୍ଷ ପରେ ବି…

20 mins ago

ପ୍ରତିଶୃତି ଦେଇ ଘର ବନାଇଦେଲେ କିନ୍ତୁ ଦେଲେନି ଆବାସ ଟଙ୍କା, ଏବେ ହତାଶ ହିତାଧିକାରୀ

ସୁବର୍ଣ୍ଣପୁର (କେନ୍ୟୁଜ) : ଗରିବଙ୍କ ମୁଣ୍ଡ ଗୁଂଜିବାକୁ ସରକାରୀ ତରଫରୁ ରହିଛି ଇନ୍ଦିରା ଆବାସ, ମୋ କୁଡିଆ ଏବଂ ପ୍ରଧାନମନ୍ତ୍ରୀ…

32 mins ago

ବଢ଼ିବାରେ ଲାଗିଛି ସାଇବର ଠକଙ୍କ ପ୍ରାଦୁର୍ଭାବ, ସଫ୍ଟୱେୟାର ଇଞ୍ଜିନିୟରଙ୍କ ଠାରୁ ଲୁଟିନେଲେ ୧୫ ଲକ୍ଷ

ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକଙ୍କ ପ୍ରାଦୁର୍ଭାବ । ଆଜିକାଲି ଯୁଗରେ ଅନେକ ସମୟରେ ଜନସାଧାରଣ ସାଇବର…

38 mins ago

ବଢିବାରେ ଲାଗିଛି ମେଡ୍‌ ଇନ୍‌ ଇଣ୍ଡିଆ ଆଇଫୋନ୍‌ର ଚାହିଦା, ଦୁଇଗୁଣା ହୋଇଛି ଏକ୍ସପୋର୍ଟ ହାର

ଭାରତରେ ତିଆରି ଆଇଫୋନ୍ ସାରା ବିଶ୍ୱରେ ବହୁତ ଚାହିଦା ରହିଛି । ତେବେ ଏପ୍ରିଲ୍ ଏବଂ ମେ ମାସରେ ଭାରତରୁ…

38 mins ago