ବ୍ୟବସାୟ ଓ ଅର୍ଥନୀତି

ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ୭୪ ହଜାର ଟଙ୍କା ପାର କରିସାରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୨୪୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୦୫୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୦୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୨୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୦୫୦ ଟଙ୍କା ଓ ୭୪,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୨୧୦ ଟଙ୍କା ଓ ୭୪,୩୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୧୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୦୫୦ ଟଙ୍କା ଓ ୭୪,୨୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୬ ହଜାର ୫୦୦ ଟଙ୍କା ହୋଇଛି ।

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

12 mins ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

6 hours ago