ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ପେଟ୍ରୋଲ-ଡିଜେଲ୍ ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍

ରେକର୍ଡ ସ୍ତରରେ ପେଟ୍ରୋଲ ଡିଜେଲ ଦର। ଆଜି ଭାରତୀୟ ବଜାରରେ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୧୬ ପଇସା ରହିଛି। ଅନ୍ୟପଟେ ଡିଜେଲ୍‌ ଦର ସ୍ଥିର ରହିଛି। ଡିଜେଲ୍ ଦର ଲିଟର ପିଛା ୮୦ ଟଙ୍କା ୪୬ ପଇସା ଥିବା ରେକର୍ଡ ହୋଇଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଦଙ୍ଗଲ ଅଭିନେତ୍ରୀ ଜାୟରା ଓ୍ଵାସିମଙ୍କ ପିତାଙ୍କ ନିଧନ, ଫ୍ୟାନ୍ସଙ୍କୁ ଏମିତି ଅପିଲ କଲେ ଜାୟରା

ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…

1 min ago

ସିଏମଓରେ କାର୍ଯ୍ୟରତ ଆଇପିଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…

3 mins ago

ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି, କେକେଆର ଏବଂ ଶାହରୁଖଙ୍କ ମିଳିଲା ଶୁଭେଚ୍ଛା

ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…

28 mins ago

ଲଞ୍ଚ ହେବ Motorola Moto G85, ୟୁଜରଙ୍କୁ ପସନ୍ଦ ଆସିବ କର୍ଭଡ୍‌ ସ୍କ୍ରିନ୍‌ ସରଫେସ୍‌

Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…

29 mins ago

ଭୁବନେଶ୍ବରରୁ ସିଧା ମାଲେସିଆ, ସପ୍ତାହରେ ଚାରି ଦିନ ଉଡ଼ିବ ବିମାନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…

30 mins ago

ମହାକାଳପଡ଼ା: ଗାତରେ ଫସିଗଲା ବଉଳା କୁମ୍ଭୀର

ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର ।  ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର ।  କେନ୍ଦ୍ରାପଡା…

44 mins ago