ବ୍ୟବସାୟ ଓ ଅର୍ଥନୀତି

ସାମାନ୍ଯ ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି କେତେ ରହିଛି ମୂଲ୍ଯ

ଆଜି ମଧ୍ୟ ପେଟ୍ରୋଲ ଏବଂ ଡିଜେଲ ମୂଲ୍ଯରେ କିଛିଟା ପରିବର୍ତ୍ତନ ଆସିଛି। ପେଟ୍ରୋଲ ୫ ପଇସା ବଢିଥିବା ବେଳେ ଡିଜେଲ ମଧ୍ୟ ୮ ପଇସା ବଢିଛି। ରେକର୍ଡ ସ୍ତରରେ ପେଟ୍ରୋଲ ଡିଜେଲ ଦର। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୩୯ ପଇସା ରହିଛି। ଅନ୍ୟପଟେ ଡିଜେଲ୍ ଦର ଲିଟର ପିଛା ୮୦ ଟଙ୍କା ୫୦ ପଇସା ଥିବା ରେକର୍ଡ ହୋଇଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ :

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

15 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

37 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

44 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

59 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

1 hour ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 hour ago