ବ୍ୟବସାୟ ଓ ଅର୍ଥନୀତି

ତେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି, ଜାଣନ୍ତୁ ଆଜିର ଅପଡେଟ

ତେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୬ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

16 seconds ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

23 mins ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

53 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

55 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

2 hours ago