ବ୍ୟବସାୟ ଓ ଅର୍ଥନୀତି

ସୁନା ରୁପା କିଣିବା ପୂର୍ବରୁ ଜାଣନ୍ତୁ ଏହାର ସଠିକ୍ ମୂଲ୍ୟ

ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ପରି ସୁନା ଓ ରୁପା ଦର ମଧ୍ୟ ବଦଳି ଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬, ୧୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦ ହଜାର ୩୯୦ ଟଙ୍କା ଥିବା ଜଣାଯାଇଛି।

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୯୦ ଟଙ୍କା ଓ ୫୦ ହଜାର ୩୯୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହର ମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୯୦ ଟଙ୍କା ଓ ୫୦ ହଜାର ୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର କମି ଯଥାକ୍ରମେ ୪୬,୧୯୦ଟଙ୍କା ଓ ୫୦,୩୯୦ ଟଙ୍କା ରହିଛି।

 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୮୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୯୦ ଟଙ୍କା ଓ ୫୦ ହଜାର ୩୯୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି ବଢ଼ିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୫୬୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

9 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

11 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

46 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

58 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago