ବଢିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ସୁନା ଓ ରୁପା ମୂଲ୍ୟ

ଭାରତୀୟ ବଜାରରେ ପ୍ରତ୍ୟେକ ଦିନ ବଦଳି ଥାଏ ସୁନା ଓ ରୁପା ଦର। ତେବେ ଆଜି ମଧ୍ୟ ଏହାର ମୂଲ୍ୟ ବଢ଼ିଛି। ଆସନ୍ତୁ ଜାଣିବା ଏହାର ପରିବର୍ତ୍ତିତ ମୂଲ୍ୟ।

ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୮ ହଜାର ୬୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨ ହଜାର ୭୬୦ ଟଙ୍କା ହୋଇଛି।

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ହୋଇଛି।ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୪୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୮୩୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୩୬୦ ଟଙ୍କା ଓ ୫୨ ହଜାର ୭୬୦ ଟଙ୍କା ରହିଛି।

 

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୦୦୦ ହଜାର ୫୦୦ ରହିଛି।