ବଢୁଛି ସୁନା ଦର, କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍‌

ଓଡ଼ିଶାରେ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ୬୫ ହଜାର ୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ୍ ସୁନା ଦର ୭୧ ହଜାର ୨୯୦ ହୋଇଛି ।

ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୫,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୨୯୦ ଟଙ୍କା ରହିଛି । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ୬୫ ହଜାର ୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ୍ ସୁନା ଦର ୭୧ ହଜାର ୨୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୩୫୦ ଟଙ୍କା ଓ ୭୧,୨୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୫୦୦ ଟଙ୍କା ଓ ୭୧,୪୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୪,୩୫୦ ଟଙ୍କା ଓ ୭୧,୨୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପାଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୫୦୦ ଟପିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.