କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ସୁନା ଦାମ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୪୬୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୫୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୬୦ ଟଙ୍କା ଟଙ୍କା ଓ ୬୦,୫୦୦ ଟଙ୍କା ହୋଇଛି।
କେନ୍ୟୁଜ୍(ବ୍ୟୁରୋ): ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୪୬୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୫୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୬୦ ଟଙ୍କା ଟଙ୍କା ଓ ୬୦,୫୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୪୬୦ ଟଙ୍କା ଓ ୬୦,୫୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୬୦ ଟଙ୍କା ଓ ୬୦,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୬୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୬୦ ଟଙ୍କା ଓ ୬୦,୫୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୬୦୦ଟଙ୍କା ରହିଥିବା ନେଇ ହୋଇଛି।