ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୨୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୧୯୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଓ ୬୦ ,୦୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୦୦୦ ଟଙ୍କା ଓ ୬୦ ,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୫୦ ଟଙ୍କା ଓ ୫୨,୧୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦ ,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୨ ,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…