ଭୁବନେଶ୍ୱରରେ ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣି ନିଅନ୍ତୁ କ’ଣ ରହିଛି ରେଟ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୯୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୦୦ ଟଙ୍କା ଓ ୫୯ ,୭୮୦ ଟଙ୍କା ହୋଇଛି।

ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୯୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୦୦ ଟଙ୍କା ଓ ୫୯ ,୭୮୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୮୦୦ ଟଙ୍କା ଓ ୫୯ ,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୯୫୦ ଟଙ୍କା ଓ ୫୯,୯୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୮୦୦ ଟଙ୍କା ଓ ୫୯ ,୭୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୨ ,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।