ବ୍ୟବସାୟ ଓ ଅର୍ଥନୀତି

ବଢ଼ିଲା ସୁନା ଦର ! କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍‌

ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ । ସୁନା ଦର ସର୍ବକାଳୀନ ରେକର୍ଡ ସ୍ତରରେ ପହଁଚିଛି । ସୁନା କିଣିବା ପାଇଁ ଲୋକେ ଘରେ ରହୁଥିବା ପୁରୁଣା ସୁନାକୁ ବଦଳ କରୁଛନ୍ତି । ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୦୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୬୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯ ,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪, ୬୫୦ ଟଙ୍କା ଓ ୫୯,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯ ,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୩ ,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

5 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

5 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

22 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

23 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

27 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

50 mins ago