ଆୟକର ବିଭାଗ ୩୧ ଡିସେମ୍ବର ପୂର୍ବରୁ ପାନ୍ କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ବାଧ୍ୟତାମୂଳକ ବୋଲି କହିଛି। ବିଭାଗ ସାର୍ବଜିନକ ଭାବରେ ଏହାର ଘୋଷଣା କରିଛି। ବିଭାଗ ଜଣାଇଛି ଯେ ଆସନ୍ତାକାଲିର ନିର୍ମାଣ ପାଇଁ ଏବଂ ବିନା କୌଣସି ବାଧାରେ ଆୟକର ସେବାର ଲାଭ ଉଠାଇବା ପାଇଁ ପାନ୍କୁ ଆଧାର ସହିତ ଲିଙ୍କ୍ କରାନ୍ତୁ। ପୂର୍ବରୁ ଏହି ଅବଧି ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଥିଲା କିନ୍ତୁ ପରବର୍ତ୍ତୀ ସମୟରେ ଏହାକୁ ବଢ଼ା ୩୧ ଡିସେମ୍ବର କରିଦିଆଯାଇଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…