ସାଧାରଣ ଜନତାଙ୍କୁ ଝଟକା, ଆଜିଠାରୁ ୭୬ଟଙ୍କା ମହଙ୍ଗା ହେଲା ଘରୋଇ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ

ନୂଆଦିଲ୍ଲୀ(କେନ୍ୟୁଜ୍): ଆଜିଠୁ ବଢିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ମୂଲ୍ୟ । ଲଗାତାର ତିନି ମାସ ହେବ ଗ୍ୟାସ୍ ସିଲିଣ୍ଡର ଦର ବଢିବାରେ ଲାଗିଛି । ଯାହାଫଳରେ ସାଧାରଣ ଜନତାଙ୍କ ଉପରେ ଏହାର ପ୍ରଭାବ ପଡିଛି । ଦେଶର ପ୍ରମୁଖ ମହାନଗରରେ ବିନା ସବସିଡି  ଗ୍ୟାସ୍ ସିଲିଣ୍ଡର ପାଖାପାଖି ୭୬ଟଙ୍କା ମହଙ୍ଗା ହୋଇଛି।

ଏହାସହ ପଢନ୍ତୁ:

IOCL ରେ ସରକାରୀ ଚାକିରୀ ପାଇବାର ସୁବର୍ଣ୍ଣ ସୁଯୋଗ, ନିଯୁକ୍ତି ପାଇଁ ଆଜି ହିଁ କରନ୍ତୁ ଆବେଦନ

ଆଜିଠାରୁ ଦିଲ୍ଲୀରେ ୧୪.୨ କିଲୋ ବିନା ସବସିଡି ସିଲିଣ୍ଡର ପାଇଁ ଗ୍ରାହକଙ୍କୁ ୬୮୧.୫୦ ଟଙ୍କା ଦେବାକୁ ପଡିବ। ସେହିପରି କୋଲକତାରେ ଏହାର ମୂଲ୍ୟ ୭୦୬ ଟଙ୍କା ରହିଛି । ଅନ୍ୟପଟେ ମୁମ୍ବାଇ ଏବଂ ଚେନ୍ନାଇରେ ୧୪.୨ କିଲୋ ବିନା ସବସିଡି ସିଲିଣ୍ଡରର ମୂଲ୍ୟ କ୍ରମଶଃ ୬୫୧ ଏବଂ ୬୯୬ ଟଙ୍କା ରହିଛି । ଅପରପଟେ ୧୯କିଲୋ ସିଲିଣ୍ଡରର ମୂଲ୍ୟ ଦିଲ୍ଲୀରେ ୧୨୦୪ ଟଙ୍କା ହୋଇଯାଇଛି । କୋଲକତାରେ ୧୨୫୮ଟଙ୍କା,ମୁମ୍ବାଇରେ ୧୧୫୧.୫୦ ଟଙ୍କା ଏବଂ ଚେନ୍ନାଇରେ ଏହାର ମୂଲ୍ୟ ୧୩୧୯ ଟଙ୍କା ହୋଇଯାଇଛି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago