ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନରେ ଚାକିରି କରିବାର ସୁଯୋଗ, ଆଜି ହିଁ କରନ୍ତୁ ଆବେଦନ

ସ୍ୱାସ୍ଥ୍ୟ ବିଭାଗରେ ଚାକିରି କରିବାକୁ ଇଚ୍ଛୁକ କି ? ତେବେ ଆପଣଙ୍କ ପାଇଁ ସୁଯୋଗ। ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନ, ମଧ୍ୟପ୍ରଦେଶରେ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଅଧିନରେ ପାଖାପାଖି ୭୬୦ ନର୍ସ ପଦବୀ ଖାଲି ରହିଛି। ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହୁଥିବା ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଡିଆରଡିଓର ଅଫିସିଆଲ ୱେବସାଇଟକୁ ଯାଇ ଅଧିସୂଚନା ଡାଇନଲୋଡ କରି ଅଧିକ ବିବରଣୀ ଜାଣିପାରିବେ।

ପଦବୀ :

ଷ୍ଟାଫ ନର୍ସ : ୭୬୦ (ଦରମା : ୨୦,୨୦୦ ଟଙ୍କା)

ଆବେଦନ କରିବାର ତାରିଖ : ଏଥିରେ ଆବେଦନ କରିବାର ତାରିଖ ୨୮ ଅଗଷ୍ଟରୁ ଆରମ୍ଭ ହୋଇଥିବା ବେଳେ ଶେଷ ତାରିଖ ୧୯ ସେପ୍ଟେମ୍ବର ପର୍ଯ୍ୟନ୍ତ ରହିଛି।

ବୟସ ସୀମା : ଏହି ପଦବୀ ପାଇଁ ସର୍ବନିମ୍ନ ବୟସ ସୀମା ୨୧ ବର୍ଷ ଆବଶ୍ୟକ ଥିବା ବେଳେ ସର୍ବାଧିକ ବୟସ ୪୦ ବର୍ଷ ରହିବା ଉଚିତ।

ଶିକ୍ଷାଗତ ଯୋଗ୍ୟତା : ପ୍ରାର୍ଥୀଙ୍କ ସର୍ବନିମ୍ନ ଯୋଗ୍ୟତା କୌଣସି ମାନ୍ୟତାପ୍ରାପ୍ତ ସଂସ୍ଥାରୁ ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଆବଶ୍ୟକ।

ଆବେଦନ ପ୍ରକ୍ରିୟା : ଇଚ୍ଛୁକ ପ୍ରାର୍ଥୀ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନ, ମଧ୍ୟପ୍ରଦେଶର ଅଫିସିଆଲ ୱେବସାଇଟର ଲିଙ୍କକୁ ଯାଇ ଅନଲାଇନ ଆବେଦନ କରିପାରିବେ।

ଚୟନ ପ୍ରକ୍ରିୟା : ଅନଲାଇନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ।

Swagatika

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

2 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

10 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

17 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

25 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

27 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

35 mins ago