ବଢିଲା ପାନ୍‌ ଓ ଆଧାର ଲିଙ୍କ୍‌ ସମୟ ସୀମା, CBDT ପକ୍ଷରୁ ଘୋଷଣା

ନୂଆଦିଲ୍ଲୀ: ବଢିଲା ପାନ୍‌ ଓ ଆଧାର ଲିଙ୍କ୍‌ ସମୟ ସୀମା । ବର୍ତ୍ତମାନ ୨୦୨୦ ମାର୍ଚ୍ଚ ୩୧ ଯାଏଁ ସମୟ ସୀମାକୁ ବୃଦ୍ଧି କରାଯାଇଛି । ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସ ବା CBDT ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ୨୦୧୯ ଡିସେମ୍ବାର ୩୧ରେ ଏହି ସମୟ ସୀମା ଶେଷ ହେଉଥିବା ବେଳେ ଏହାକୁ ବୃଦ୍ଧି କରାଯାଇଛି । ଏହାକୁ ମିଶେଇ ସରକାର ଆଠ ଥର ପାନ୍‌ ଓ ଆଧାର ଲିଙ୍କ୍‌ ସମୟ ସୀମାକୁ ବୃଦ୍ଧି କରିସାରିଲେଣି ।

Leave A Reply

Your email address will not be published.