ନୂଆଦିଲ୍ଲୀ: ବଢିଲା ପାନ୍ ଓ ଆଧାର ଲିଙ୍କ୍ ସମୟ ସୀମା । ବର୍ତ୍ତମାନ ୨୦୨୦ ମାର୍ଚ୍ଚ ୩୧ ଯାଏଁ ସମୟ ସୀମାକୁ ବୃଦ୍ଧି କରାଯାଇଛି । ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସ ବା CBDT ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ୨୦୧୯ ଡିସେମ୍ବାର ୩୧ରେ ଏହି ସମୟ ସୀମା ଶେଷ ହେଉଥିବା ବେଳେ ଏହାକୁ ବୃଦ୍ଧି କରାଯାଇଛି । ଏହାକୁ ମିଶେଇ ସରକାର ଆଠ ଥର ପାନ୍ ଓ ଆଧାର ଲିଙ୍କ୍ ସମୟ ସୀମାକୁ ବୃଦ୍ଧି କରିସାରିଲେଣି ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…