ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ତାଜା ଅପଡେଟ

ଗାଡ଼ିରେ ତେଲ ପକାଇବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୬୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ ଟଙ୍କା ୧୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୮୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୪୬ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

15 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

29 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

44 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

55 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago